om academy

ଆଡପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କଲେ କଣ୍ଠଶିଳ୍ପୀ ଅନୁରାଧା ପୋଢୁଆଲ୍

jsm

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ବିଶିଷ୍ଟ କଣ୍ଠଶିଳ୍ପୀ ଅନୁରାଧା ପୋଢୁଆଲ୍ ଆଜି ଶ୍ରୀଗୁଣ୍ଡିଚା ମନ୍ଦିର ଆସି ଆଡପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଆଡପ ମଣ୍ଡପରେ ଶେଷ ଦର୍ଶନ ହୋଇଥିବାରୁ ଅନୁରାଧା ଗର୍ଭଗୃହକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ ।

ମହାପ୍ରଭୁଙ୍କ ଦର୍ଶନ ଓ ସାନିଧ୍ୟ ଲାଭ କରି ସେ ବେଶ୍ ଖୁସି ବୋଲି ମତବ୍ୟକ୍ତ କରିଛନ୍ତି । ତେବେ ପୁରୀରେ ଏକ ଭଜନ ସମାରୋହରେ ଅନୁରାଧା ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି ।

Leave A Reply

Your email address will not be published.

20 − fifteen =