୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୩୨,୩୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ୨,୭୧୩ ମୃତ

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୨,୩୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨,୭୧୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୮୫,୭୪,୩୫୦ ଓ ମୃତ୍ୟୁସଂଖ୍ୟା ୩,୪୦,୭୦୨ରେ ପହଞ୍ଚିଛି । ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୦୭,୦୭୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୨,୬୫,୭୯,୬୫୫ରେ ପହଞ୍ଚିଛି ।

Leave A Reply

Your email address will not be published.