pakka

ଜିଲ୍ଲା ଛାତ୍ର କଂଗ୍ରେସ କମିଟି ତରଫରୁ ଦସ୍ତଖତ ଅଭିଯାନ ଆରମ୍ଭ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ଛାତ୍ର କଂଗ୍ରେସ କମିଟି ତରଫରୁ ଆଗଲପୁର ବିଜ୍ଞାନ କଲେଜ ଗୁହୁରିଆମୁଡ଼ା ଠାରେ ରାହୁଲଗାନ୍ଧୀଙ୍କ ନେତୃତ୍ୱରେ ଚାଲିଥିବା ଭାରତ ଯୋଡୋ ଯାତ୍ରାକୁ ସମର୍ଥନ ଜଣାଇଥିଲେ । ଏହି ଅବସରରେ ଛାତ୍ର କଂଗ୍ରେସ ତରଫରୁ ଛାତ୍ରଛାତ୍ରୀ ମାନଙ୍କର ବିଭିନ୍ନ ଦାବୀ ଗୁଡିକୁ ନେଇ ଏବଂ ମହାବିଦ୍ୟାଳୟରେ ହେଉଥିବା ବିଭିନ୍ନ ସମସ୍ୟାକୁ ନେଇ ଦସ୍ତଖତ ଅଭିଯାନ ଆରମ୍ଭ କରାଯାଇଥିଲା ।

jay balangir
Leave A Reply

Your email address will not be published.

18 − ten =

error: Content is protected !!