ଜିଲ୍ଲାର ବିଭିନ୍ନ ସ୍ଥାନକୁ ପରିଦର୍ଶନ କରି ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲାର ଲୋଇସିଂହା, ପାଟଣାଗଡ଼ ଓ ବଲାଙ୍ଗିର ବ୍ଲକକୁ ପରିଦର୍ଶନ କରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ପାନୀୟ ଜଳ ଯୋଗାଣ ପ୍ରକଳ୍ପକୁ ତଦାରଖ କରିଥିଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ । ଏହି ସମୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷାଙ୍କ ସହ ଜିଲ୍ଲା ପରିଷଦ ସଭ୍ୟା, ବ୍ଲକ ଅଧ୍ୟକ୍ଷ, ବିଡ଼ିଓ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

four + eleven =