pakka

ମ.ରାମପୁରରେ ଦେବ ସ୍ନାନ ପୂର୍ଣ୍ଣିମା

bbehera

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ଜଗନ୍ନାଥ ମନ୍ଦିରରେ ପବିତ୍ର ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଯାଇଛି । ପୂଜକ ଅଶୋକ କୁମାର ତ୍ରିପାଠୀ ନୀତି କାନ୍ତି ସହ ପୂଜା କରିଥିଲେ । ହିରେନ୍ଦ୍ର ପ୍ରତାପ ସିଂ ଦେଓ ସହଯୋଗ କରିଥିବା ବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ ମଧ୍ୟ ଉପସ୍ଥିତ ରହିଥିଲେ । ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜଗନ୍ନାଥ ସାହୁ, ପ୍ରକାଶ ଚନ୍ଦ୍ର ସାହୁ, କେଦାର ମହାରଣା ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.

11 − 9 =