ଦେବଦୀପାବଳି ନୀତି ଆରମ୍ଭ : ପିତୃ ପୁରୁଷଙ୍କୁ ଶ୍ରାଦ୍ଧ ଦେବେ ମହାପ୍ରଭୁ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଶ୍ରୀମନ୍ଦିରରେ ଆଜିଠାରୁ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି । ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ଦେବେ । ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଛି ।

Leave A Reply

Your email address will not be published.

error: Content is protected !!