pakka

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଇଂରାଜୀ ପ୍ରାଧ୍ୟାପକ ପବିତ୍ର ମୋହନ ଦେବତାଙ୍କ ଦେହାନ୍ତ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଇଂରାଜୀ ପ୍ରାଧ୍ୟାପକ ପବିତ୍ର ମୋହନ ଦେବତା(୫୫)ଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି । ବ୍ରେନ୍‌ ଷ୍ଟ୍ରୋକ୍‌ ଯୋଗୁଁ ତାଙ୍କ ଆକସ୍ମିକ ପରଲୋକ ହୋଇଥିବା ବେଳେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀ ମହଲରେ ଶୋକର ଛାୟା ଖେଳିଯାଇଛି । ଜଣେ ଜ୍ଞାନୀ ଗୁଣୀ ଇଂରାଜୀ ପ୍ରାଧ୍ୟାପକ ଭାବରେ ସେ ବେଶ୍‌ ସୁନାମ ଅର୍ଜନ କରିଥିଲେ । ତାଙ୍କ ଦେହାନ୍ତ ଶିକ୍ଷାଦାନ ଦିଗରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି ବୋଲି ସାଧାରଣରେ ମତ ପ୍ରକାଶ ପାଉଛି ।

jay balangir
Leave A Reply

Your email address will not be published.

six + 15 =