om academy

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଦେହାନ୍ତ

jsm

ଭୁବନେଶ୍ୱର : ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ(୯୫)ଙ୍କ ଦେହାନ୍ତ ହୋଇଛି । ୨୦୦୭ ରୁ ୨୦୧୩ ଯାଏଁ ଓଡ଼ିଶାର ରାଜ୍ୟପାଳରେ ଥିଲେ ମୁରଲୀ ଚନ୍ଦ୍ରକାନ୍ତ ଭଣ୍ଡାରେ । ମହାରାଷ୍ଟ୍ରର ଏହି ବରିଷ୍ଠ କଂଗ୍ରେସ ନେତା ତୃତୀୟ ଥର ସାଂସଦ ଥିଲେ ଏବଂ ସୁପ୍ରିମକୋର୍ଟର ଆଇନଜୀବୀ ମଧ୍ୟ ଥିଲେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ବ୍ୟକ୍ତ କରିଛନ୍ତି । ସେହିପରି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ଭଣ୍ଡାରେଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ।

Leave A Reply

Your email address will not be published.