ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୧୪ ହଜାର ୪୬୦ କରୋନା ଆକ୍ରାନ୍ତ ଚିହ୍ନଟ : ୨୬୬୭ ମୃତ

ନୂଆଦିଲ୍ଲୀ : ୨୪ ଘଣ୍ଟାରେ ୧ ଲକ୍ଷ ୧୪ ହଜାର ୪୬୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ୨୬୭୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୮ଲକ୍ଷ ୯ ହଜାର ୩୩୯ରେ ପହଞ୍ଚିଥିବା ବେଳେ ବର୍ତ୍ତମାନ ମୃତ୍ୟୁସଂଖ୍ୟା ୩ ଲକ୍ଷ ୪୬ ହଜାର ୭୫୯ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୬୯ ଲକ୍ଷ ୮୪ ହଜାର ୭୮୧ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୪୭୭୭୯୯ ।

Leave A Reply

Your email address will not be published.