ଦେଓଗାଁ ବ୍ଲକରେ ୮ଜଣ କରୋନା ରୋଗୀ ଚିହ୍ନଟ

ଦେଓଗାଁ, (ମନୀଷ କୁମାର ସାହୁ) : ଶନିବାର ଦିନ ଦେଓଗାଁ ବ୍ଲକ ଗୁଡ଼ଖାପଲା ପଞ୍ଚାୟତରେ ୪ଜଣ, ଗାଈବାହାଲ ୨, କୁଲୁତାପଡ଼ା ଓ ଉଡାର ପଞ୍ଚାୟତରେ ଜଣେ ଲେଖାଏଁ କରୋନା ରୋଗୀ ଚିହ୍ନଟ ହୋଇଥିବାର ସରକାରୀ ରିପୋର୍ଟ ଆସିଛି । ଏହିଭଳି ଭାବେ ଆଜି ବ୍ଲକରେ ମୋଟ ୮ଜଣ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.

11 − 9 =