୨୪ ଘଣ୍ଟାରେ ଦେଶରେ ୨୧,୨୫୭ କରୋନା ଆକ୍ରାନ୍ତ ଚିହ୍ନଟ : ୨୭୧ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧,୨୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୧ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଏହି ତଥ୍ୟକୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୩୮,୯୩,୧୩୮ରେ ପହଞ୍ଚିଥିବା ବେଳେ ମୃତ୍ୟୁସଂଖ୍ୟା ୪,୫୦,୧୨୭ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୪,୯୬୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୨,୨୫,୨୨୧। ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୪୦,୨୨୧। ବିଗତ ୨୦୫ ଦିନ ମଧ୍ୟରେ ଏହା ସର୍ବନିମ୍ନ ।

Leave A Reply

Your email address will not be published.

2 × two =