୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨,୯୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ମୃତ୍ୟୁସଂଖ୍ୟା ୩୮୦

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨,୯୦୯ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮୦ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୨୭,୩୭,୯୩୯ ଓ ମୃତ୍ୟୁସଂଖ୍ୟା ୪,୩୮,୨୧୦ରେ ପହଞ୍ଚିଛି । ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୪,୭୬୩ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୧୯,୨୩,୪୦୫ରେ ପହଞ୍ଚିଛି ।

Leave A Reply

Your email address will not be published.

one × 1 =