oum

ଦେଶରେ ଗତ ୨୪ ଘଂଟାରେ ୨ଲକ୍ଷ ୫୯ ହଜାର ୫୯୧ ଆକ୍ରାନ୍ତ ଚିହ୍ନଟ

jsm

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଂଟାରେ ୨ଲକ୍ଷ ୫୯ ହଜାର ୫୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪ ହଜାର ୨୦୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗୋଟିଏ ଦିନରେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୫୭ ହଜାର ୨୯୫ଜଣ । ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୨କୋଟି ୬୦ ଲକ୍ଷ ୩୧ ହଜାର ୯୯୧ ଜଣ । ସେଥିରୁ ସୁସ୍ଥ ହୋଇଛନ୍ତି ୨କୋଟି ୨୭ ଲକ୍ଷ ୧୨ ହଜାର ୭୩୫ ଜଣ । ଏବେବି କରୋନାରେ ଚିକିତ୍ସିତ ହେଉଛନ୍ତି ୩୦ ଲକ୍ଷ ୨୭ ହଜାର ୯୨୫ଜଣ । ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ଲକ୍ଷ ୯୧ ହଜାର ୩୩୧ଜଣ ।

Leave A Reply

Your email address will not be published.