ଦେଶରେ ୨୪ ଘଣ୍ଟାରେ ବାହାରିଲେ ୪୪୬୪୩ ଆକ୍ରାନ୍ତ ଚିହ୍ନଟ : ୪୬୪ ମୃତ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ୪୪୬୪୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୬୪ । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୮ ଲକ୍ଷ ୫୬ହଜାର ୭୫୭ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୬ ହଜାର ୭୫୪ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୦ ଲକ୍ଷ ୧୫ ହଜାର ୮୪୪ରେ ପହଁଚିଛି । ଏବେ ଦେଶରେ ୪୧୪୧୫୯ଟି ସକ୍ରିୟ ମାମଲା ରହିଛି ।

Leave A Reply

Your email address will not be published.

1 + sixteen =