ଅବକାରୀ ବିଭାଗ ପକ୍ଷରୁ ଆଠଗାଁ ଠାରେ ଚଢ଼ାଉ କରି ୩୦ଲିଟର ଦେଶୀ ମଦ ଜବତ ସହ ଜଣେ ଗିରଫ

ପୁଇଁନ୍ତଲା, (ଶମ୍ଭୁନାଥ ସାହୁ) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଆଠଗାଁ ଠାରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୩୦ଲିଟର ଦେଶୀ ମଦ ଜବତ କରାଯାଇଥିବା ବେଳେ ବାଇକ ସହ ଜଣେ ଯୁବକଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି । ଗିରଫ ଅଭିଯୁକ୍ତ ଜଣକ କୁରୁଲ ଗ୍ରାମର ତ୍ରିନାଥ ସେଠ୍‌(୩୦) ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.

eleven + six =