om academy

ବାଇକ୍‌ ଓ ଟ୍ରକ୍‌ ମୁହାଁ ମୁହିଁ ଧକ୍କା : ବାଇକ ଆରୋହୀ ମୃତ

jsm

କେନ୍ଦୁଝର : କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ଧୃପଦା ନିକଟ ଏନ୍‌ଏଚ ୪୯ରେ ସୋମବାର ସନ୍ଧ୍ୟାରେ ଏକ ବାଇକ୍‌ ଓ ଟ୍ରକ୍‌ ମୁହାଁ ମୁହିଁ ଧକ୍କା ହେବାରୁ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତକଙ୍କ ନାମ ରାଜ କୁମାର ମହାନ୍ତ ଏବଂ ଘର ପଣ୍ଡାପଡ଼ା ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମରେ ବୋଲି ଜଣା ପଡିଛି । ପୋଲିସ ଗାଡ଼ି ଜବତ କରି ତଦନ୍ତ କରୁଛି ।

Leave A Reply

Your email address will not be published.