pakka

ବାଇକକୁ ଧକ୍କା ଦେଲା ପିକଅପ ଭ୍ୟାନ : ଚାଲିଗଲା ୩ ଜୀବନ

bbehera

ଅନୁଗୁଳ : ଅନୁଗୋଳ ଜିଲ୍ଲା ଦେଇ ଯାଇଥିବା ୫୫ ନଂ ଜାତୀୟ ରାଜପଥରେ ଏକ ବାଇକକୁ ପରିବା ବୋଝେଇ ପିକଅପ ଭ୍ୟାନ ଧକ୍କା ଦେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି । ମୃତକମାନେ ହେଲେ କୁଳେଇ ଗାଁର ସିପୁ ପ୍ରଧାନ, ସୁନୀଲ ସାହୁ ଓ ମାନସ ବେହେରା ।

କୁଳେଇ ଗାଁର କିଛି ଯୁବକ ମୋଟର ସାଇକେଲରେ ଜରପଡା ଆଡକୁ ଯାଉଥିଲେ । ଅନୁଗୋଳ ଆଡକୁ ଯାଉଥିବା ଏକ ପରିବା ବୋଝେଇ ପିକଅପ ଭ୍ୟାନ ସେମାନଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ କୁଳେଇ ଗାଁର ସିପୁ ପ୍ରଧାନ, ସୁନୀଲ ସାହୁ ଓ ମାନସ ବେହେରାଙ୍କର ଘଟଣା ମୃତ୍ୟୁ ହୋଇଥିଲା । ଖବର ପାଇ ଜରପଡା ପୋଲିସ ଘଟଣା ସ୍ଥଳରେ ପହଂଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ କରୁଛି ।

jay balangir
Leave A Reply

Your email address will not be published.

five × 4 =

error: Content is protected !!