୨ ବାଇକ୍‌ ମୁହାଁମୁହିଁ ଧକ୍କା : ୧ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବାଞ୍ଜିପାଲି ଗ୍ରାମ ନିକଟରେ ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଜଣକ ହେଲେ ପିଅରପାଲି ଗ୍ରାମର ଜୀବର୍ଦ୍ଧନ ଷାଣ୍ଢ । ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଓ ଯୁବ ସମାଜସେବୀ ପ୍ରେମକିଶୋର ସାହୁ ଘଟଣାସ୍ଥଳରୁ ଉଦ୍ଧାର କରି ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରିଥିବା ଜଣାପଡିଛି ।

Leave A Reply

Your email address will not be published.

17 − fourteen =