pakka

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌ : ବାଇକ୍‌ ଆରୋହୀ ମୃତ

bbehera

ଗଜପତି : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଉପକଣ୍ଠ ରାଣୀପେଣ୍ଠ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଉପକଣ୍ଠ ରାଣୀପେଣ୍ଠ ଛକ ନିକଟରେ ଟ୍ରକ୍ ସହ ବାଇକ୍ ଧକ୍କା ହେବା ଫଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ଗୁମ୍ମା ବ୍ଲକର ଗାଇବା ପଞ୍ଚାୟତର ବଡ଼ବାରଡ଼ା ଗ୍ରାମର ଯଶମନ୍ତ ଗମାଙ୍ଗ ବୋଲି ଜଣାପଡିଛି ।

jay balangir
Leave A Reply

Your email address will not be published.

3 + three =