ଦୁଇ ବାଇକ ମୁହାଁମୁହିଁ ଧକ୍କା : ୨ମୃତ, ୧ ଗୁରୁତର

ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଅନ୍ତର୍ଗତ ନାୟକଗୁଡା ଗାଁରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଥିବା ବେଳେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଆଉଜଣେ ଗୁରୁତର ଥିବା ବେଳେ ତାଙ୍କୁ ମାଲକାନଗିରି ଜିଲ୍ଲା ସଦର ଚିକିତ୍ସରଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି ।

Leave A Reply

Your email address will not be published.