om academy

ଟ୍ରକକୁ ପଛପଟୁ ଧକ୍କା ଦେଲା ଟ୍ରକ୍‌ : ଡ୍ରାଇଭର ଜୀବନ୍ତ ଦଗ୍ଧ

jsm

କେନ୍ଦୁଝର : କେନ୍ଦୁଝର ସଦର ଥାନା ୪୯ ନମ୍ବର ଜାତୀୟ ରାଜପଥର ମହୁଲଡିହା ଗାଁ ନିକଟରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଗୋଟିଏ ଟ୍ରକକୁ ପଛରୁ ଆଉ ଏକ ଟ୍ରକ୍ ଧକ୍କା ଦେବା ପରେ ଟ୍ରକଟିରେ ନିଆଁ ଲାଗିଯାଇଥିଲା । ଫଳରେ ଟ୍ରକ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଥିବା ଜଣାପଡିଛି । ପୁଲିସ ଓ ଅଗ୍ନିଶମ ବାହୀନି ଘଟଣାସ୍ଥଳରେ ପହଞ୍ଚି ଜୀବନ୍ତ ଦଗ୍ଧ ଡ୍ରାଇଭରକୁ ଉଦ୍ଧାର କରିଥିଲେ ।

Leave A Reply

Your email address will not be published.