oum

ସ୍କୁଟିକୁ ପଛପଟୁ ଧକ୍କା ଦେଲା ଆଇଚର

jsm

ଘଟଗାଁ : କେନ୍ଦୁଝର ଜିଲ୍ଲା ୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର-ଢେଙ୍କିକୋଟ ମଧ୍ୟରେ ଥିବା ପିପିଳିଆ ଛକ ନିକଟରେ ସ୍କୁଟିକୁ ପଛପଟୁ ଧକ୍କା ଦେଲା ଆଇଚର୍ ଟ୍ରକ୍ । ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଥିବାବେଳେ ସ୍କୁଟି ପଛପଟେ ବସିଥିବା ବ୍ୟକ୍ତି ଜଣଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳେ ଉତ୍ତେଜନା ହେବା ସହିତ ରାସ୍ତା ରୋକ୍ କରିଛନ୍ତି ସ୍ଥାନୀୟ ଲୋକେ ।

Leave A Reply

Your email address will not be published.