୨ ବାଇକ୍ ମୁହାଁମୁହିଁ ଧକ୍କା : ୨ ଗୁରୁତର ଆହତ

ତୁରେକେଲା, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ଗଏତାପଡାରୁ ମହଖଣ୍ଡ ଯିବା ରାସ୍ତାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇ ୨ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଖବର ପାଇ ତୁରେକେଲା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତ ବ୍ୟକ୍ତିମାନଙ୍କୁ ତୁରେକେଲା ଡାକ୍ତରଖାନାକୁ ନେଇଥିବା ବେଳେ ଦୁର୍ଘଟଣା ଗ୍ରସ୍ତମାନଙ୍କ ଅବସ୍ଥା ଗୁରୁତର ହୋଇଥିବାରୁ ଡା. ସ୍ଵାଗତ ଖମାରୀ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲ ସ୍ଥାନାନ୍ତରିତ କରିଥିବା ଜଣାପଡିଛି ।

Leave A Reply

Your email address will not be published.