csstore

ଧର୍ମଗଡ଼ ପଞ୍ଚାୟତ ମହାବିଦ୍ୟାଳୟଠାରେ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଧର୍ମଗଡ଼ : ଧର୍ମଗଡ଼ ପଞ୍ଚାୟତ ମହାବିଦ୍ୟାଳୟଠାରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ୨୯୮ଜଣ ପ୍ରିଜାଇଡିଂ ଅଫିସର ଓ ପ୍ରଥମ ପୋଲିଂ ଅଫିସର ଏବଂ ୨୭ଜଣ ସେକ୍ସନ ଅଫିସରଙ୍କୁ ପ୍ରଶିକ୍ଷଣ ଦିଆଯାଇଥିଲା । ଉପଜିଲ୍ଲାପାଳ ପାୱାର ସଚିନ ପ୍ରକାଶଙ୍କ ତତ୍ତ୍ୱାବଧାନରେ ଧର୍ମଗଡ଼ ତହସିଲଦାର ହରେକୃଷ୍ଣ ବରିହା, ବିଡ଼ିଓ ଶରତ ଚନ୍ଦ୍ର ସେଠୀ, ବ୍ଲକ ଶିକ୍ଷାଧିକାରୀ ନବକିଶୋର ସାହୁ, ମାଧବ ଲହଜଲ ପ୍ରମୁଖ ତାଲିମ ଦେଇଥିବା ବେଳେ ଏହି ଆୟୋଜନରେ ଧର୍ମଗଡ଼ ବ୍ଲକର ଜିପିଓ, ଆକାଉଣ୍ଟ ଅଫିସର, ସେକ୍ସନ ଅଫିସର ଓ ଅନ୍ୟମାନେ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.