ଧର୍ମେନ୍ଦ୍ର ପ୍ରଧାନ କରୋନା ସଂକ୍ରମିତ

ଭୁବନେଶ୍ୱର, (କେପିଏନ୍ଏସ୍) : କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ସଂକ୍ରମିତ ହୋଇଥିବା ସେ ନିଜେ ଟ୍ୱିଟ୍ କରି ଜଣାଇଛନ୍ତି । ସେ କହିଛନ୍ତି ଯେ, କୋଭିଡ଼-୧୯ର ଲକ୍ଷଣ ଦେଖାଯିବା କାରଣରୁ ମୁଁ ପରୀକ୍ଷା କରିଥିଲି । ରିପୋର୍ଟ ପୋଜେଟିଭ୍ ଆସିଛି । ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହସ୍ପିଟାଲ୍ରେ ଭର୍ତି ହୋଇଛି ଏବଂ ସୁସ୍ଥ ଅଛି ।

Leave A Reply

Your email address will not be published.