pakka

ଧାରୁଆ ଅସ୍ତ୍ରରେ ମା’ର ବେକ କାଟିଲା ପୁଅ, ରସି ଲଗାଇ ନିଜେ ଝୁଲିପଡ଼ିଲା

bbehera

ଅନୁଗୁଳ : ଅନୁଗୁଳ ଜିଲ୍ଲା ନାଲ୍‌କୋ ଥାନା ଅଞ୍ଚଳରେ ଶନିବାର ଏକ ଲୋମଟାଙ୍କୁରା ଘଟଣା ଦେଖିବାକୁ ମିଳିଛି । ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଗ୍ରାମର ଭାଲୁଧରି ସାହିରେ ପାରିବାରିକ କଲହରୁ ଧାରୁଆ ଅସ୍ତ୍ରରେ ମା’ର ବେକ କାଟିଛି ନିଜ ଜନ୍ମ କଲା ପୁଅ । ମୃତକ ହେଲେ ଦ୍ରୌପଦୀ ସାହୁ (୭୦) ଓ ତାଙ୍କର ପୁଅ ରଂଜିତ (୩୧) । ମୃତଦେହକୁ ନାଲ୍‌କୋ ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ବେଳେ ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌ ତଦନ୍ତ କରୁଥିବା ଜଣାପଡ଼ିଛି । ମା’ ଓ ପୁଅ ମଧ୍ୟରେ ମତାନ୍ତରକୁ ନେଇ ହତ୍ୟାକାଣ୍ଡ ହୋଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି ।

Leave A Reply

Your email address will not be published.

1 + four =