om academy

ଭାରସାମ୍ୟ ହରାଇ ଇଲେକ୍ଟ୍ରି ଖୁଣ୍ଟକୁ ଧକ୍କା ଦେଲା ବାଇକ : ୧ ମୃତ, ୧ ଗୁରୁତର

ଖଲ୍ଲିକୋଟ : ଖଲ୍ଲିକୋଟ ଥାନା ନିକଟରେ ଭାରସାମ୍ୟ ହରାଇ ଇଲେକ୍ଟ୍ରି ଖୁଣ୍ଟରେ ଧକ୍କା ହେଲା ବାଇକ୍ । ମର୍ମନ୍ତୁଦ ଦୁର୍ଘଟଣାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି । ଖଲ୍ଲିକୋଟ ମେଡିକାଲରେ ଆହତଙ୍କ ଯୁବକଙ୍କ ଚିକିତ୍ସା ଚାଲିଛି । ଦୁର୍ଘଟଣାସ୍ଥଳରେ ପୋଲିସ ପହଞ୍ଚି ବାଇକ୍ ଜବତ କରିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି ।

Leave A Reply

Your email address will not be published.

5 × one =