ଓଡ଼ିଶା ରାଜ୍ୟ ଘରୋଇ ଡ୍ରାଇଭର ମହାସଂଘ ତରଫରୁ ବିଭିନ୍ନ ଦାବୀ ନେଇ ଭୁବନେଶ୍ୱରରେ ଧାରଣା ପ୍ରଦର୍ଶନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ରାଜ୍ୟ ଘରୋଇ ଡ୍ରାଇଭର ମହାସଂଘ ତରଫରୁ ବିଭିନ୍ନ ଦାବୀ ନେଇ ଭୁବନେଶ୍ୱରରେ ଧାରଣା ପ୍ରଦର୍ଶନ କରାଯିବା ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ମନ୍ତ୍ରୀ ପଦ୍ମନାଭ ବେହେରା ସଂଘ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ । ଘରୋଇ ଡ୍ରାଇଭରମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ପଦକ୍ଷେପ ନିଆଯିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.