ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ପାଳନ କରାଯାଇଛି । ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସନ୍ତୋଷିନୀ ସେଠୀ ଛାତ୍ରମାନଙ୍କୁ ହିନ୍ଦୀ ଭାଷାର ମହତ୍ତ୍ଵ ବିଷୟରେ କହିଥିଲେ । ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ଅମିତ କୁମାର ବାଗ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ହିନ୍ଦୀ ଶିକ୍ଷକ ବିଜୟ କୁମାର ବାଘ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.

3 + ten =