om academy

ବରଗଡ଼ ଗୋଷ୍ଠୀ କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳିତ

jsm

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ ଆଜି ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବଶ୍ରୀ ଭୋଇ ପତାକା ଉତ୍ତୋଳନ କରି ସମସ୍ତଙ୍କୁ ସମ୍ବିଧାନ ଅନୁଯାୟୀ ନିଜର ଦାୟିତ୍ୱ ନିର୍ବାହ କରିବାକୁ ପରାମର୍ଶ ଦେଇଥିଲେ । ଏହି ଅବସରରେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.