om academy

କେନ୍ଦୁଝରରେ ଜିଲ୍ଲାସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

jsm

କେନ୍ଦୁଝର : ଆଜି କେନ୍ଦୁଝରରେ ୭୪ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି । ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କେନ୍ଦୁଝର ଷ୍ଟାଡିୟମ୍ ପଡିଆରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ମନ୍ତ୍ରୀ ପ୍ରଥମେ ସହରରେ ଅବସ୍ଥାପିତ ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଜାତୀୟ ପତାକା ଉତ୍ତୋଳନ ପରେ ଉପସ୍ଥିତ ପୋଲିସ୍ ବାହିନୀର ଅଭିବାଦନ ଗ୍ରହଣ କରିଥିଲେ ମନ୍ତ୍ରୀ ଉଷା ଦେବୀ ।

Leave A Reply

Your email address will not be published.