ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସରେ ଜିଲ୍ଲା ଦିବ୍ୟାଙ୍ଗ ସାଧନ କେନ୍ଦ୍ର ଉଦ୍‌ଘାଟିତ

ମାଲକାନଗିରି : ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ ମାଲକାନଗିରି ଜିଲ୍ଲାରେ ଦିବ୍ୟାଙ୍ଗ ସାଧନ କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି । ମାଲକାନଗିରି ଜିଲ୍ଲା ସଦର ମହକୁମା ରୁଙ୍କୁଣିଗୁଡାଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଜିଲ୍ଲା ଦିବ୍ୟାଙ୍ଗ ସାଧନ କେନ୍ଦ୍ର ପ୍ରତିଷ୍ଠା କରାଯାଇଥିବା ବେଳେ ଏହାର ଲୋକର୍ପିତ ଉତ୍ସବ କରାଯିବା ସହ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ ହୋଇଯାଇଛି ।

Leave A Reply

Your email address will not be published.