ଡଟ୍‌ ଫେଷ୍ଟରେ ମିଳିବ ୧୬ ଦେଶର ଖାଦ୍ୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ହକି ବିଶ୍ୱକପ୍‌କୁ ନେଇ ରାଜଧାନୀରେ ଉତ୍ସାହ ବଢ଼ିବାରେ ଲାଗିଛି । ଏହି ଅବସରରେ ଆସନ୍ତା ୧୫ରୁ ୨୯ ତାରିଖ ପର୍ଯ୍ୟନ୍ତ ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା ଡଟ୍‌ ଫେଷ୍ଟକୁ ନେଇ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି । ଭୁବନେଶ୍ୱର ସମେତ ସାରା ଓଡ଼ିିଶାବାସୀ ଅନ୍ତର୍ଜାତୀୟ ଖାଦ୍ୟ ମହୋତ୍ସବ ମାଧ୍ୟମରେ ୧୬ଟି ଦେଶ ଓ ଭାରତର ୨୪ଟି ରାଜ୍ୟର ସୁସ୍ବାଦୁ ଖାଦ୍ୟର ମଜା ନେଇପାରିବେ ।

Leave A Reply

Your email address will not be published.