pakka

ବଲାଙ୍ଗିର ପୌରପାଳିକା ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ମୌସୁମୀ ଆରମ୍ଭ ହେବା ପୂର୍ବରୁ ଡ୍ରେନଗୁଡିକୁ ସଫା କରାଯାଇଥିବା ନେଇ ଜିଲ୍ଲାପାଳଙ୍କ ସୂଚନା

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ଡ୍ରେନ ଗୁଡିକ ପାଇଁ ଅଦିନିଆ ବର୍ଷା ହେଉ କିମ୍ବା ବର୍ଷା ରୁତୁ ହେଉ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥାଏ । ଯାହା ପାଇଁ ସ୍ଥାନୀୟ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି । ତେବେ ଏହାକୁ ଆଖି ଆଗରେ ରଖି ବଲାଙ୍ଗିର ପୌରପାଳିକା ପକ୍ଷରୁ ପୌରପାଳିକା ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ମୌସୁମୀ ଆରମ୍ଭ ହେବା ପୂର୍ବରୁ ଡ୍ରେନଗୁଡିକୁ ସଫା କରାଯାଇଥିବା ନେଇ ଜିଲ୍ଲାପାଳ ଚଂଚଳ ରାଣା ସୂଚନା ଦେଇଛନ୍ତି ।

Leave A Reply

Your email address will not be published.

5 + sixteen =