ମହିଳାଙ୍କୁ ଆତ୍ମ ନିର୍ଭରଶୀଳ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ତରଫରୁ ମାଗଣାରେ ଡ୍ରାଇଭିଙ୍ଗ ତାଲିମ ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପରିବାରର ମଙ୍ଗ ଧରିଥିବା ମହିଳା ଏବେ ସଶକ୍ତ ହୋଇଛନ୍ତି ବିଭିନ୍ନ କ୍ଷେତ୍ରରେ । ମହିଳାଙ୍କୁ ଆତ୍ମ ନିର୍ଭରଶୀଳ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ମାଗଣାରେ ଡ୍ରାଇଭିଙ୍ଗ ତାଲିମ ପ୍ରଦାନ କରୁଛନ୍ତି । ଗତ ପାଞ୍ଚବର୍ଷ ମଧ୍ୟରେ ରାଜ୍ୟରେ ମହିଳା ଡ୍ରାଇଭରଙ୍କ ସଂଖ୍ୟା ୩୩ ପ୍ରତିଶତ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.