pakka

ଡୁମେରଚୁଆଁ ଗାଁରେ ପରିବାର ସମ୍ପର୍କ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ କଂଟାବାଂଜି ନିର୍ବାଚନ ମଣ୍ଡଳୀର ତୁରେକେଲା ବ୍ଲକ ହିଆଁଳ ପଞ୍ଚାୟତ ଡୁମେରଚୁଆଁ ଗାଁରେ କଣ୍ଟାବାଞ୍ଜି ବିଜେଡି ବିଧାୟକ ପ୍ରାର୍ଥୀ ଅଜୟ ଦାସଙ୍କ ତତ୍ୱାବଧାନରେ ପରିବାର ସମ୍ପର୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଏହି ଗ୍ରାମର ବହୁ ଗ୍ରାମବାସୀ ଯୋଗ ଦେଇଥିଲେ ।

Leave A Reply

Your email address will not be published.

14 + ten =