pakka

ଭୁତିଆରବାହାଲରେ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର

bbehera

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ଥାନା ଅଂଚଳର ବିଭିନ୍ନ ସ୍ଥାନରେ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ସଦର ବ୍ଲକ ଭୂତିଆରବାହାଲ ଉତ୍କଳମଣି ଯୁବକ ସଂଘ ଆନୁକୂଲ୍ୟରେ ହେବାକୁ ଥିବା ଏଥର ୩୦ ବର୍ଷରେ ପଦାର୍ପଣ କରୁଥିବାରୁ ଏହାକୁ ଅଧିକ ଆକର୍ଷଣୀୟ କରିବାକୁ ସ୍ଥିର କରାଯାଇଛି । ଏଥର ନବରାତ୍ର ପୂଜା ମଧ୍ୟ ଆୟୋଜନ କରାଯାଇଛି । ଆସନ୍ତା ୧୫ ତାରିଖ ଦିନ କଳସ ଶୋଭାଯାତ୍ରା ଆରମ୍ଭ ହେବାକୁ ଥିବା ବେଳେ ରାତିରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦଣ୍ଡନୃତ୍ୟ, ଭଜନ ସନ୍ଧ୍ୟା, ସଙ୍କୀର୍ତ୍ତନ ବୈଠକ ଅନୁଷ୍ଠିତ ହେବ ବୋଲି ଅୟୋଜକ କମିଟି ପକ୍ଷରୁ ସୂଚନା ମିଳିଛି ।

jay balangir
Leave A Reply

Your email address will not be published.

fourteen + 7 =

error: Content is protected !!