ଝାରବନ୍ଧଲି ଛକ ନିକଟରେ ସଡକ ଦୁର୍ଘଟଣା : ୧ ମୃତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଅନ୍ତର୍ଗତ ଝାରବନ୍ଧଲି ଛକ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଜଣକ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଲୋଇସିଂହା ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଲୋଇସିଂହା ଡାକ୍ତରଖାନାକୁ ନେଇଥିଲା । ତେବେ ମୃତ ବ୍ୟକ୍ତି ଜଣକଙ୍କ ପରିଚୟ ଏ ପର୍ଯ୍ୟନ୍ତ ମିଳିପାରି ନାହିଁ ।

Leave A Reply

Your email address will not be published.

error: Content is protected !!