pakka

ମର୍ମନ୍ତୁଦ ସଡକ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲ୍‌ପର

bbehera

ସିନ୍ଧେକେଲା, (କେପିଏନ୍‌ଏସ୍‌) : ସିନ୍ଧେକେଲା ଥାନା ଅନ୍ତର୍ଗତ ୧୬ ନମ୍ବର ରାଜ୍ୟ ରାଜପଥର ତୁରେକେଲା ନିକଟରେ ବିଶାଖାପାଟଣାରେ ରାୟପୁର ଯାଉଥିବା ଏକ କୋଇଲା ବୋଝେଇ ଟ୍ରକ (ସିଜି ୦୪ ଏବ୍‌ଏସ୍‌ ୧୫୮୮) ଶୁକ୍ରବାର ରାତିରେ ଓଲଟି ପଡିଥିଲା । ସୌଭାଗ୍ୟବଶତଃ ଗାଡିର ଡ୍ରାଇଭର ଓ ହେଲ୍‌ପର ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

five × 1 =

error: Content is protected !!