pakka

ବଡଘାଟିରେ ମାଛ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣା ଗ୍ରସ୍ତ

bbehera

ଖଲ୍ଲିକୋଟ : ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପତ ବଡଘାଟି ଠାରେ ପୁଣି ଏକ ମାଛ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ବେଳେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର୍‌ ଥିବା ଜଣାପଡିଛି । ସୂଚନା ଅନୁସାରେ ପିକ୍‌ଅପ୍‌ ଭ୍ୟାନ୍‌ଟି ଆନ୍ଧ୍ର ପ୍ରଦେଶରୁ ବାଲୁଗାଁ ଆସୁଥିବା ସମୟରେ ଭାରସାମ୍ୟ ହରାଇ ଡିଭାଇଡରରେ ଧକ୍କା ହୋଇ ଘାଟି ତଳକୁ ଝୁଲି ରହିଛି । ହେଲେ ଡ୍ରାଇଭରଙ୍କ ପତ୍ତା ମିଳୁ ନଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଂଚି ତଦନ୍ତ କରୁଥିବା ଜଣାପଡିଛି ।

Leave A Reply

Your email address will not be published.

12 − 8 =