om academy

ବାଇକ୍‌ ଦୁର୍ଘଟଣା : ୧ ମୃତ

jsm

ବୌଦ୍ଧ : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ଖୋର୍ଦ୍ଧା ବଲାଙ୍ଗିର ଜାତୀୟ ରାଜପଥର କରୋଡକଥା ଠାରେ ଏକ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ ମୃତକଙ୍କର ପରିଚୟ ମିଳିପାରିନାହିଁ । ଖବରପାଇ ଘଟଣାସ୍ଥଳରେ ପୁରୁଣାକଟକ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.