pakka

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

bbehera

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବଡ଼ ବଜାର ଥାନା ଅନ୍ତର୍ଗତ ପାଣିଗ୍ରାହି ପେଣ୍ଠ ଛକ ଠାରେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ୍‌କୁ ପଛପଟୁ ଧକ୍କା ଦେଲା କାର୍ ଫଳରେ ବାଇକ୍ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ଲୋକେ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରିଥିଲେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ଭୁବନେଶ୍ୱର ଚନ୍ଦ୍ରଶେଖରପୁରର ରଶ୍ମି ରଞ୍ଜନ ମଲ୍ଲିକ ବୋଲି ଜଣାପଡିଛି ।

jay balangir
Leave A Reply

Your email address will not be published.

4 + four =