ଆମ୍ବଗାଁଠାରେ ସଡକ ଦୁର୍ଘଟଣା : ୧ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆମ୍ବଗାଁରେ ଏକ ସଡକ ଦୁର୍ଘଟଣା ଘଟି ଜଣେ ବ୍ୟକ୍ତି ଗୁରୁତର ଭାବେ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସପିଟାଲଠାରେ ଭର୍ତ୍ତି ହୋଇଥିବା ଜଣାପଡିଛି । ଗୁରୁତର ବ୍ୟକ୍ତି ଜଣକ ସ୍ୱାଧୀନ କୁମାର ତରିଆ ବୋଲି ଜଣାପଡିଛି ।

Leave A Reply

Your email address will not be published.

error: Content is protected !!