ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ମହିଳା ମୃତ

ବିଞ୍ଝାରପୁର : ବିଞ୍ଝାରପୁର ବ୍ଲକ ମଇଁନ୍ଦା ପେଟ୍ରୋଲ ପମ୍ପ ନିକଟରେ ଶାଶୁ ଓ ବୋହୂ ସ୍କୁଟିରେ ଆସୁଥିବା ବେଳେ ହାଇୱା ଧକ୍କାରେ ଶାଶୁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ମହିଳା ଜଣକ ଚନ୍ଦ୍ରମୁଁ ପଞ୍ଚାୟତ ବାଣପୁର ଗ୍ରାମର ସ୍ଵର୍ଣ୍ଣଲତା ରାଉତ ବୋଲି ଜଣାପଡ଼ିଛି । ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଜବତ କରିବା ସହ ଗାଡ଼ି ଚାଳକକୁ ଅଟକ ରଖିଥିବା ଜଣାପଡିଛି ।

Leave A Reply

Your email address will not be published.