କରକଚିଆ ଛକରେ ସଡକ ଦୁର୍ଘଟଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କରକଚିଆ ରାସ୍ତାରେ ଏକ ପନିପରିବା ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ପଡିଥିବା ଖବର ମିଳିଛି । ତେବେ ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇନଥିବା ଜଣାପଡିଛି ।

Leave A Reply

Your email address will not be published.