pakka

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଜଣେ ମୃତ, ୩

bbehera

ବାଲୁଗାଁ : ୧୬ ନମ୍ବର ଜାତୀୟ ରାଜପଥ ବାଲୁଗାଁ ବାଇପାସ ରାସ୍ତାର ଚିଲିକା ଢ଼ାବା ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ ଆଜି ଭୋରରୁ ଛିଡ଼ା ହୋଇଥିବା ଏକ ଟ୍ରକର ପଛପଟେ ଆଉ ଏକ ଟ୍ରକ ଧକ୍କା ଦେଇଥିଲା । ଏହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଥିଲେ । ମୃତକ ପଛଟ୍ରକର ଚାଳକ ବୋଲି ଜଣାପଡିଛି । ଗୁରୁତରମାନଙ୍କୁ ବାଲୁଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସ୍ଥାନୀୟ ପୁଲିସ ତଦନ୍ତ ଆରମ୍ଭ କରିଛି ।

jay balangir
Leave A Reply

Your email address will not be published.

5 × three =

error: Content is protected !!