pakka

ମର୍ମନ୍ତୁଦ ସଡକ ଦୁର୍ଘଟଣା, ୨ ମୃତ

bbehera

ସାଲେପୁର : ଏକ ସ୍କୁଟିକୁ କାର ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ସ୍କୁଟି ଆରୋହୀ ୨ ଜଣଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ପାରାଦ୍ୱୀପ ଆଡୁ ଆସୁଥିବା ଏକ କାର(ଓଡି୩୩ ଆର୍‌ ୩୩୩୯) ରାମକୁମାରପୁର ଠାରେ ଏକ ସ୍କୁଟିକୁ ପଛପଟୁ ଧକ୍କା ଦେଇଥିଲା ଫଳରେ ଘଟଣା ସ୍ଥଳରେ ୨ ଜଣ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି ।

Leave A Reply

Your email address will not be published.

13 + 18 =