om academy

ଦୁର୍ଘଟଣାଗ୍ରସ୍ତ ହୋଇ ବସ୍‌ରେ ଲାଗିଲା ନିଆଁ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସୋମବାର ସକାଳେ ଏକ ଯାତ୍ରୀବାହୀ ବସ୍‌ ରାସ୍ତା ଉପରେ ଜଳିଯାଇଛି । ବସ୍‌ଟି ବ୍ରହ୍ମପୁରରୁ ଭୁବନେଶ୍ୱର ଆସୁଥିବା ବେଳେ ବରମୁଣ୍ଡା ନିକଟରେ ନାଳ ବ୍ରିଜ ବାଡ଼ରେ ପିଟି ହୋଇ ଜଳି ଯାଇଥିଲା । ତେବେ ଏଥିରେ କେହି ମୃତାହତ ହୋଇନାହାନ୍ତି । ଦମକଳ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ଦ୍ରୁତଗତିରେ ଥିବାରୁ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଅନୁମାନ କରାଯାଉଛି ।

Leave A Reply

Your email address will not be published.