pakka

ବାଇକ୍‌ ଦୁର୍ଘଟଣାଗ୍ରସ୍ତ : ୧ ଗୁରୁତର

bbehera

ତୁରେକେଲା, (କୈଳାଶ ସଗ୍ରିଆ) : କଣ୍ଟାବାଞ୍ଜି-ବଲାଙ୍ଗିର ରାସ୍ତାର କୁର୍ଲି ଗାଁ ରାସ୍ତାରେ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ବେଲପଡା ବ୍ଲକ ମାଲପଡା ଗାଁର କୀର୍ତ୍ତି ଧରୁଆ(୨୮ବର୍ଷ) ଗୁରୁତର ଆହତ ହୋଇଥିବା ଜଣାପଡିଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଚିକିତ୍ସା ପାଇଁ ପଠାଇଥିଲା ।

Leave A Reply

Your email address will not be published.

13 + 13 =