ନିର୍ବାଚନ ଡ୍ୟୁଟିରେ ଯାଉଥିବା ପୁଲିସ ଗାଡ଼ି ଦୁର୍ଘଟଣାଗ୍ରସ୍ତ : ୯ ଜଣ ଆହତ

ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ଏକ ପୁଲିସ ଗାଡ଼ି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବାର ଖବର ମିଳିଛି । ଏହି ଦୁର୍ଘଟଣାରେ ୯ ଜଣ ମହିଳା ପୁଲିସ କର୍ମଚାରୀ ଆହତ ହୋଇଛନ୍ତି । ବାଣୀବିହାର ସତସଙ୍ଗ ପାର୍କ ଆଗରେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ସମସ୍ତ ଆହତ ମହିଳା ପୁଲିସଙ୍କୁ ଉଦ୍ଧାର କରି କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.